Gold Rate Today: ଦୀପାବଳୀ ଓ ଧନତେରାସ୍ ପୂର୍ବରୁ ଗ୍ରାହକଙ୍କୁ ବଡ଼ ଝଟକା। ପୁଣି ଥରେ ବଢିଛି ସୁନା ଦର। ଲଗାତର ତିନି ଦିନ ଧରି ସୁନା ଦର ବୃଦ୍ଧି ହେବାରେ ଲାଗିଛି। ମାତ୍ର ଆଜି ସୁନା ଦର ସ୍ଥିର ରହିଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ପ୍ଲାନ୍ କରିଛନ୍ତି। ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍...
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୨୦ ଟଙ୍କା ରହିଛି ।  ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ରହିଛି। ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୯୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୫୭୦ ଟଙ୍କା ରହିଛି ।  ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୮୦ ଓ ୪୪୦ ଟଙ୍କା ବଢିଛି। 
ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୨୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୯,୪୨୦ ଟଙ୍କା ରହିଛି। ଏଠାରେ ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି। ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି।