Gold Rate: ଜାଣନ୍ତୁ ଗ୍ରାମ ପିଛା ଓଡ଼ିଶାରେ କେତେ ରହିଛି ସୁନା ଦର...
Gold Rate: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୪୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ପାଇଛି। ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୫୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୦୦ ଓ ୧୬୦ ଟଙ୍କା ହ୍ରାସ ପାଇଛି।
Gold Rate Today: ସୁନା ପ୍ରେମୀଙ୍କ ଲାଗି ବଡ଼ ଖବର। ପୁଣି ଖସିଲା ସୁନା ରେଟ୍। ଗତକାଲି ରେଟ୍ ଖସିଥିବା ବେଳେ ଆଜି ଦର ସ୍ଥିର ରହିଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ପ୍ଲାନ୍ କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ସୁନା ରେଟ୍?
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୪୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ପାଇଛି। ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୫୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୦୦ ଓ ୧୬୦ ଟଙ୍କା ହ୍ରାସ ପାଇଛି।
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୪୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ୧୬୦ ଟଙ୍କା କମିଛି। ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୪୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୫୦ ଓ ୧୬୦ ଟଙ୍କା କମିଛି।
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୪୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୫୦ ଓ ୧୬୦ ଟଙ୍କା ହ୍ରାସ ପାଇଛି।