Gold-Silver Rate: ଆଜି (ଶୁକ୍ରବାର) ଅର୍ଥାତ ଡିସେମ୍ୱର ୧୬ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ଘଟିଛି । ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ଦେଖାଦେଇଛି । ଯାହା ଫଳରେ ଘରୋଇ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଦେଶରେ ଗତକାଲି ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୫୦ ହ୍ରାସ ଘଟି ଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୩୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୨୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୪,୫୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୯୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୯,୯୯୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ଦରରେ ୫୦୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୧୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୦୫୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ସେହିପରି ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୩୫୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୨୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୫୪,୫୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୯୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୯,୯୯୦ ଟଙ୍କା ଥିଲା ।


ଆଜି ଭୁବନେଶ୍ୱରରେ ରୁପା (Silver Price) ମୂଲ୍ୟରେ ହ୍ରାସ ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୩୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୫୦ ଟଙ୍କା ରହିଛି । ଯାହା ଗତକାଲି ୭,୨୭୦ ଟଙ୍କା ଥିଲା ।


ଏହା ବି ପଢ଼ନ୍ତୁ:-ଫାଇନାଲ ପୂର୍ବରୁ ଆର୍ଜେଣ୍ଟିନାକୁ ଲାଗିଲା ବଡ଼ ଝଟକା, ଲିଓନେଲ ମେସି ଆହତ!


ଏହା ବି ପଢ଼ନ୍ତୁ:-ବାଂଲାଦେଶ ସିରିଜରେ ନିଜର ଶେଷ ଟେଷ୍ଟ ଖେଳୁଛନ୍ତି ଏହି କ୍ରିକେଟର? ପୁଣି ଥରେ ସୁଯୋଗ ମିଳିବା କଷ୍ଟକର!


ଏହା ବି ପଢ଼ନ୍ତୁ:-ପୁରୁଷମାନେ ରାତିରେ ଶୋଇବା ପୂର୍ବରୁ କରନ୍ତୁ କେବଳ ଏହି କାମ, ଯୌନ ସ୍ୱାସ୍ଥ୍ୟ ପାଇଁ ହୋଇଥାଏ ବରଦାନ!


 


ଗହଣା ବଜାରର ଗଣିତକୁ ବୁଝନ୍ତୁ 


ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।