E-ZERO FIR: ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା, ଇ-ଜିରୋ FIR ବ୍ୟବସ୍ଥାର ପାଇଲଟ ପ୍ରୋଜେକ୍ଟ ଶୁଭାରମ୍ଭ

E-ZERO FIR: ଗୃହମନ୍ତ୍ରୀ ପୋଷ୍ଟରେ ଲେଖିଛନ୍ତି ଯେ, ଗୃହ ମନ୍ତ୍ରଣାଳୟର ଭାରତୀୟ ସାଇବର ଅପରାଧ ସମନ୍ୱୟ କେନ୍ଦ୍ର (I4C) ଯେକୌଣସି ଅପରାଧୀଙ୍କୁ ଦ୍ରୁତ ଗତିରେ ଧରିବା ପାଇଁ ଏକ ନୂତନ ଇ-ଜିରୋ ଏଫଆଇଆର ପଦକ୍ଷେପ ଆରମ୍ଭ କରିଛି।

E-ZERO FIR: ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା, ଇ-ଜିରୋ FIR ବ୍ୟବସ୍ଥାର ପାଇଲଟ ପ୍ରୋଜେକ୍ଟ ଶୁଭାରମ୍ଭ

About the Author