Labour Day 2025: ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ

Labour Day 2025: ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ। ପ୍ରତିବର୍ଷ ମଇ 1ରେ ଏହି ଶ୍ରମିକ ଦିବସ ପାଳିତ ହୋଇଥାଏ। ଶ୍ରମିକମାନଙ୍କ ପାଇଁ ଉତ୍ସର୍ଗୀକୃତ ଏହି ଦିନଟି ହେଉଛି ମେ ୧ ବା ଆଜିର ଦିନ । ମେ ୧ ଶ୍ରମ ଦିବସ ବା ଶ୍ରମିକ ଦିବସ ଭାବରେ ବିଶ୍ୱରେ ବେସ୍ ଜଣାଶୁଣା । ଶ୍ରମିକମାନଙ୍କୁ ସମ୍ମାନ ଦେବା ସହିତ ଶ୍ରମିକମାନଙ୍କ ଅଧିକାର ପାଇଁ ସ୍ୱର ଉତ୍ତୋଳନ କରିବା ଉଦ୍ଦେଶ୍ୟରେ ଏହି ଦିନ ମଧ୍ୟ ପାଳନ କରାଯାଇଥାଏ, ଯଦ୍ୱାରା ସମାଜରେ ଶ୍ରମିକମାନଙ୍କର ସ୍ଥିତି ମଜବୁତ ହୋଇପାରିବ ।

Labour Day 2025: ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ

About the Author