ଜଗଦଗୁରୁ ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କ ଭଲଭ୍ ରିପ୍ଲେସମେଣ୍ଟ ସର୍ଜରୀ ସଫଳ

Jagad Guru Rambhadracharya: ଜଗଦଗୁରୁ ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କର ଭଲଭ୍ ରିପ୍ଲେସମେଣ୍ଟ ସର୍ଜରୀ ଦିଲ୍ଲୀ AIIMSରେ ସଫଳ ହୋଇଛି । ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି । ଜଗଦଗୁରୁଙ୍କୁ ଶୀଘ୍ର ଡାକ୍ତରଖାନାରୁ ଡିସଚାର୍ଜ କରାଯିବ ବୋଲି ଜଣାପଡିଛି ।

ଜଗଦଗୁରୁ ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କ ଭଲଭ୍ ରିପ୍ଲେସମେଣ୍ଟ ସର୍ଜରୀ ସଫଳ

About the Author