Gold Rate Today: ସୁନା କିଣିବାକୁ ପୂର୍ବରୁ ଜାଣି ନିଅନ୍ତୁ କ’ଣ ରହିଛି ଆଜିର ଦର..
Advertisement
Article Detail0/zeeodisha/odisha2030904

Gold Rate Today: ସୁନା କିଣିବାକୁ ପୂର୍ବରୁ ଜାଣି ନିଅନ୍ତୁ କ’ଣ ରହିଛି ଆଜିର ଦର..

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର।

Gold Rate Today: ସୁନା କିଣିବାକୁ ପୂର୍ବରୁ ଜାଣି ନିଅନ୍ତୁ କ’ଣ ରହିଛି ଆଜିର ଦର..

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୩,୮୨୦ ଯାହା କି ଗତ କାଲି ଥିଲା ୬୩, ୭୧୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୮,୫୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୮୨୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୮୬୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୮,୫୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୮୨୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୮୬୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

Also Read: Gold Rate Today:ବଢ଼ିଲା ସୁନା ଦର, ଆଜି ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟ....

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୯,୦୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୪,୩୬୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୮,୩୩୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୮,୬୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୯୬୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୯୯୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୮,୫୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୮୨୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୮୬୦ ଟଙ୍କା ରହିଛି ।