Mohan Charan Majhi Cabinet: ଶନିବାର ଦିନ (୧୫ ଜୁନ୍) ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀ ମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରହିଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓ ପାଖରେ କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ଏବଂ ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପାଖରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ ବିଭାଗ ରହିଛି। ଏଠାରେ ଦେଖନ୍ତୁ ପୂରା ତାଲିକା।


  • COMMERCIAL BREAK
    SCROLL TO CONTINUE READING

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି- ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ,ଜଳ ସମ୍ପଦ, ଯୋଜନା ଓ ସମନ୍ୱୟ, (ଆବଣ୍ଟିତ ନ ହୋଇ ଥିବା ଅନ୍ୟ ବିଭାଗ)

  • ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓ- କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି

  • ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା- ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ


କ୍ୟାବିନେଟ୍ ମନ୍ତ୍ରୀ


  • ସୁରେଶ ପୂଜାରୀ- ରାଜସ୍ୱ, ବିପର୍ଯ୍ୟୟ ପରିଚାଳନା

  • ରବି ନାୟକ- ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ

  • ନିତ୍ୟାନନ୍ଦ ଗଣ୍ଡ- ବିଦ୍ୟାଳୟ ଓ ଗଣଶିକ୍ଷା, SC/ST ଉନ୍ନୟନ, ସଂଖ୍ୟାଲଘୁ

  • ସୁରେଶ ପୂଜାରୀ- ରାଜସ୍ୱ, ବିପର୍ଯ୍ୟୟ ପରିଚାଳନା

  • ରବି ନାୟକ- ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ

  • ନିତ୍ୟାନନ୍ଦ ଗଣ୍ଡ- ବିଦ୍ୟାଳୟ ଓ ଗଣଶିକ୍ଷା, SC/ST ଉନ୍ନୟନ, ସଂଖ୍ୟାଲଘୁ 

  • କୃଷ୍ଣଚନ୍ଦ୍ର ପାତ୍ର- ଖାଦ୍ୟ ଯୋଗାଣ, ବିଜ୍ଞାନ ଓ ପ୍ରଯୁକ୍ତି

  • ପୃଥ୍ୱୀରାଜ ହରିଚନ୍ଦନ- ଆଇନ୍, ପୂର୍ତ୍ତ, ଅବକାରୀ

  • ମୁକେଶ ମହାଲିଙ୍ଗ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର

  • ବିଭୂତି ଭୂଷଣ ଜେନା- ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି

  • କୃଷ୍ଣଚନ୍ଦ୍ର ମହାପାତ୍ର- ଗୃହ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ


ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ


  • ଗଣେଶରାମ ସିଂଖୁଣ୍ଟିଆ- ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା

  • ସୂର୍ଯ୍ୟବଂଶୀ ସୂରଜ- ଉଚ୍ଚଶିକ୍ଷା, କ୍ରୀଡ଼ା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି

  • ପ୍ରଦୀପ ବଳସାମନ୍ତ- ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ

  • ଗୋକୁଳାନନ୍ଦ ମଲ୍ଲିକ- ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ

  • ସମ୍ପଦ ଚନ୍ଦ୍ର ସ୍ୱାଇଁ- ଖଣି, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା