୩୧ ଯାଏ ସବୁ କୃଷି ଅଧିକାରୀଙ୍କ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟା "ମୋନ୍ଥା " ର ମୁକାବିଲା ପାଇଁ କୃଷି ବିଭାଗର ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପ୍ରାକୃତିକ ବିପର୍ଯ୍ୟୟ ସମୟରେ କୃଷିକ୍ଷେତ୍ର ବ୍ୟାପକ କ୍ଷତିଗ୍ରସ୍ତ ହେଉଥିବାରୁ ଏହାକୃ ଦୃଷ୍ଟିରେ ରଖି ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଅମଳ ହୋଇସାରିଥିବା ଫସଲକୁ ଉଚ୍ଚ ତଥା ସୁରକ୍ଷିତ ସ୍ଥାନକୁ ନେଇଯିବା ପାଇ

୩୧ ଯାଏ ସବୁ କୃଷି ଅଧିକାରୀଙ୍କ ଛୁଟି ବାତିଲ

About the Author