Rajya Sabha Election: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି, ଫେବ୍ରୁଆରୀ ୧୫ ଯାଏଁ ନାମାଙ୍କନ ପତ୍ର ଦାଖଲ

Rajya Sabha Election: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଫେବୃଆରୀ ୧୫ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ । ଏହାପରେ ଫେବୃୟାରୀ ୧୬ରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ସେହିପରି ୨୦ ଫେବୃୟାରୀ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ । ଫେବୃୟାରୀ ୨୭ ସକାଳ ୯ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବ ।

Rajya Sabha Election: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି, ଫେବ୍ରୁଆରୀ ୧୫ ଯାଏଁ ନାମାଙ୍କନ ପତ୍ର ଦାଖଲ
Image Credit: ସୌଜନ୍ୟ-ସୋସିଆଲ ମିଡିଆ

About the Author