Odisha Interim Budget: ଏଥର ବଜେଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ମିଳିଛି ସବୁଠୁ ଅଧିକ ଅର୍ଥ

Odisha Interim Budget: ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତରେ ପହଞ୍ଚିଛି, ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ ରହିଛି । ରାଜ୍ୟରେ ମୁଣ୍ଡପିଛା ଆୟ ଓ ଜାତୀୟ ମୁଣ୍ଡପିଛା ଆୟ ମଧ୍ୟରେ ବ୍ୟବଧାନ ୩୨ ପ୍ରତିଶତକୁ ରୁ ୧୩ ପ୍ରତିଶତକୁ ହ୍ରାସ ପାଇଛି ।

Odisha Interim Budget: ଏଥର ବଜେଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ମିଳିଛି ସବୁଠୁ ଅଧିକ ଅର୍ଥ

About the Author