Anganwadi workers Salary Hike: ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି; ବଢି଼ଲା ଅଙ୍ଗନବାଡି କର୍ମୀଙ୍କ ମାସିକ ଦରମା

Odisha anganwadi workers Salary Hike: ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହେଲା। ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

Anganwadi workers Salary Hike: ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି; ବଢି଼ଲା ଅଙ୍ଗନବାଡି କର୍ମୀଙ୍କ ମାସିକ ଦରମା
Image Credit: Odisha anganwadi workers Salary Hike

About the Author