Odisha Plus Two Exam 2026: ଆଜିଠାରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ

Odisha Plus Two Exam 2026: ଆଜିଠାରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍-ଏଚ୍-ସି) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହୋଇଛି। ଜାନୁଆରୀ ୧୫ ତାରିଖ ଯାଏଁ ପରୀକ୍ଷା ଚାଲିବ।

Odisha Plus Two Exam 2026:  ଆଜିଠାରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ

About the Author