କେନ୍ଦୁଝର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପରିଚାଳନା ସମିତି ନିଲମ୍ବିତ

ବ୍ୟାଙ୍କ ଅନିୟମିତତା ବିରୁଦ୍ଧରେ ସମବାୟ ବିଭାଗ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ନିଯୁକ୍ତି ପ୍ରଦାନରେ ଅନିୟମିତତା, ନିୟମ ବିରୁଦ୍ଧ ଅବୈଧ କାର୍ଯ୍ୟ, ବ୍ୟାଙ୍କର ନିୟମ, ଅଧିନିୟମ ଓ ମାର୍ଗଦର୍ଶିକାକୁ ଅତିକ୍ରମ କରି କାର୍ଯ୍ୟକରିବା, ଋଣ ପ୍ରଦାନରେ ନିୟମକୁ ପାଳନ ନକରିବା ଆଦି ବିଭିନ୍ନ ଅଭିଯୋଗରେ କେନ୍ଦୁଝର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପର

କେନ୍ଦୁଝର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପରିଚାଳନା ସମିତି ନିଲମ୍ବିତ

About the Author