Petrol Diesel Price Today: ଗ୍ରାହକଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି, ଖସିଲା ପେଟ୍ରୋଲ ଡିଜେଲ ଦର

Petrol Diesel Price Today: ଫେବୃଆରୀ ୮ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳିଛି। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନର ମୂଲ୍ୟରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି।

Petrol Diesel Price Today: ଗ୍ରାହକଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି, ଖସିଲା ପେଟ୍ରୋଲ ଡିଜେଲ ଦର

About the Author