ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।
ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।
1/10Gold And Silver Price Today: ମାର୍ଚ୍ଚ ମାସ ଆରମ୍ଭରୁ ସୁନା ଭରିପିଛା ଦରକୁ ନେଇ ଆସିଲା ଖୁସି ଖବର। ଆଜି ଭରି ପିଛା ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ । ସୁନା ଦର ସ୍ଥିର ରହିଥିଲେ ମଧ୍ୟ ଭରି ପିଛା ମୂଲ୍ୟ ୧ ଲକ୍ଷ ଟଙ୍କା ଉପରେ ରହିଛି। ସେହିପରି ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟ ଲକ୍ଷେ ପାର କରିଛି।
2/10ରବିବାର ବଜାର ବନ୍ଦ ରହିଥିବାରୁ ଶୁକ୍ରବାର ଦର ଅନୁସାରେ ବୁଲିଅନ ବଜାର ଦର ଜାରି କରିଛି। ଆଜି ଉଭୟ ୨୨ ଓ ୨୪ କ୍ୟାରେଟ ଭରି ପିଛା ମୂଲ୍ୟ ଏକ ଲକ୍ଷ ଉପରେ ବ୍ୟବସାୟ କରୁଥିବା ଦେଖିବାକୁ ମିଳିଛି।
3/10ବୁଲିଅନ ବଜାର ଅନୁସାରେ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟ ୯୦ ହଜାର ଉପରେ ରହିଛି। ୧୪ କ୍ୟାରେଟ୍ ସୁନା ଭରି ପିଛା ୧,୦୨,୬୨୦ ଟଙ୍କାରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଛି।
4/10୧୮ କ୍ୟାରେଟ ସୁନା ଭରି ପିଛା ଦର ୧ ଲକ୍ଷ ଉପରେ ରହିଛି। ୧୮ କ୍ୟାରେଟ୍ ଭରିପିଛା ୧,୨୮,୮୭୦ ଟଙ୍କାରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଛି। ୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୧,୫୫,୨୮୦ ଟଙ୍କାରେ ବ୍ୟବସାୟ କରିଛି। ୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ୧,୪୧,୬୦୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୧,୫୯,୧୦୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।
5/10ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ରବିବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଫଳରେ ୨୨ କ୍ୟାରେଟ ସୁନା ଭରି ପିଛା ୧,୫୪,୬୩୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି।
6/10ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ମୂଲ୍ୟ ଏକ ଲକ୍ଷ ପାର କରିଛି। ଆଜି ୨୪ କ୍ୟାରେଟ୍ ସୁନା ଭରି ପିଛା ୧,୬୮,୭୧୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି।
7/10ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୧,୫୪,୬୩୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୧,୬୮,୭୧୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି।
8/10ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ।
9/10ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।
10/10Disclaimer: ଦିଆଯାଇଥିବା ତଥ୍ୟ କେବଳ ଆପଣଙ୍କ ସୂଚନା ପାଇଁ । ସୁନା କିଣିବା ପୂର୍ବରୁ ବିଶେଷଜ୍ଞ ସହିତ ପରାମର୍ଶ ଓ ବଜାର ମୂଲ୍ୟକୁ ପରଖି କିଣନ୍ତୁ ।