Advertisement
Photo Details/zeeodisha/odisha3032243
Zee OdishaPhotosGold Rate: ସପ୍ତାହ ଶେଷରେ ସୁନା ଦର ସ୍ଥିର, ଲକ୍ଷେ ତଳକୁ ଖସିଲା ଭରିପିଛା ମୂଲ୍ୟ
photoDetails0hindi

Gold Rate: ସପ୍ତାହ ଶେଷରେ ସୁନା ଦର ସ୍ଥିର, ଲକ୍ଷେ ତଳକୁ ଖସିଲା ଭରିପିଛା ମୂଲ୍ୟ

ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ। 

1/12

Gold And Silver Price Today: ଆଜି ରବିବାର ଭରି ପିଛା ମୂଲ୍ୟ ସ୍ଥିର ରହିଥିବା ଦେଖିବାକୁ ମିଳିଛି। ରବିବାର ଦିନ ଆରମ୍ଭରୁ ସୁନା ଦର ସ୍ଥିର ରହିଛି। ସେପଟେ କିନ୍ତୁ ଉଭୟ ୨୨ ଓ ୨୪ କ୍ୟାରେଟ ଭରି ପିଛା ମୂଲ୍ୟ ଏକ ଲକ୍ଷ ଉପରେ ବ୍ୟବସାୟ କରୁଥିବା ଦେଖିବାକୁ ମିଳିଛି। ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟ ୮୦ ହଜାର ପାର କରିଛି। 

2/12

ସେପଟେ କିନ୍ତୁ ଉଭୟ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ ଭରି ପିଛା ମୂଲ୍ୟ ଏକ ଲକ୍ଷ ଉପରେ ବ୍ୟବସାୟ କରୁଥିବା ଦେଖିବାକୁ ମିଳିଛି। ରବିବାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟ ୮୦ ହଜାର ଉପରେ ରହିଛି। 

3/12

ରବିବାର ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ୮୨୯୪୦ ଟଙ୍କାରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଛି। 

4/12

୧୮ କ୍ୟାରେଟ ସୁନା ଭରି ପିଛା ଦର ୧ ଲକ୍ଷ ଉପରେ ରହିଛି। ଭରିପିଛା ୧୦୪୧୬୦ ଟଙ୍କାରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଛି।

5/12

୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୧୨୫୫୧୦ ଟଙ୍କାରେ ବ୍ୟବସାୟ କରିଛି। 

6/12

୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ୧୧୪୪୫୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୧୨୮୫୯୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।

7/12

ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ରବିବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନଥିବା ଦେଖିବାକୁ ମିଳିଛି।

8/12

୨୨ କ୍ୟାରେଟ ସୁନାର ଭରି ପିଛା ୧,୧୯,୩୦୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। 

9/12

ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ମୂଲ୍ୟ ଏକ ଲକ୍ଷ ପାର କରିଛି। 

10/12

ଆଜି ୨୪ କ୍ୟାରେଟ୍ ସୁନା ଭରି ପିଛା ୧,୩୦,୧୫୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି। 

11/12

ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୧,୧୯,୩୦୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୧,୩୦,୧୫୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। 

12/12

ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।