ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ।
)
Gold And Silver Price Today: ସପ୍ତାହ ଶେଷରେ ସୁନା ଗ୍ରାହକଙ୍କୁ ମିଳିଲା ଖୁସି ଖବର। ରବିବାର ଦିନ ଆରମ୍ଭରୁ ସୁନା ଦରରେ କୌଣସି ପରିବର୍ତ୍ତନ ହୋଇନଥିବା ଦେଖିବାକୁ ମିଳିଛି। ସେପଟେ କିନ୍ତୁ ଉଭୟ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ ଭରି ପିଛା ମୂଲ୍ୟ ଏକ ଲକ୍ଷ ଉପରେ ବ୍ୟବସାୟ କରୁଥିବା ଦେଖିବାକୁ ମିଳିଛି। ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟ ୮୦ ହଜାର ତଳେ ରହିଛି।
)
ସେପଟେ କିନ୍ତୁ ଉଭୟ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ ଭରି ପିଛା ମୂଲ୍ୟ ଏକ ଲକ୍ଷ ଉପରେ ବ୍ୟବସାୟ କରୁଥିବା ଦେଖିବାକୁ ମିଳିଛି। ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟ ୭୭ ହଜାରକୁ ଖସି ଆସିଛି।
)
ରବିବାର ବୁଲିଅନ ବଜାର ବନ୍ଦ ରହିଥିବାରୁ ଶୁକ୍ରବାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ୭୭୪୬୦ ଟଙ୍କାରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଛି।
)
୧୮ କ୍ୟାରେଟ ସୁନା ଭରି ପିଛା ୯୭୨୮୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।
)
୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ୧,୦୬,୮୯୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୧,୨୦,୧୦୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।
)
)
ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ରବିବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନାହିଁ।
)
୨୨ କ୍ୟାରେଟ ସୁନାର ଭରି ପିଛା ୧,୧୧,୮୫୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି।
)
ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ମୂଲ୍ୟ ଏକ ଲକ୍ଷ ପାର କରିଛି। କିନ୍ତୁ ରବିବାର ଅପରିବର୍ତ୍ତିତ ରହିଛି।
)
ଆଜି ୨୪ କ୍ୟାରେଟ୍ ସୁନା ଭରି ପିଛା ୧୦ ଟଙ୍କା ହ୍ରାସ ଘଟି ୧,୨୨,୦୨୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
)
ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୧,୧୧,୮୫୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୧,୨୨,୦୨୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି।
)
ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।
ट्रेन्डिंग फोटोज़