Gold Rate Today: ୬୦ ହଜାର ଟପିଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା ରହିଛି....
ଯେଉଁମାନେ ସୁନା କିଣିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଏକ ବଡ଼ ଖବର ରହିଛି।ସୁନା ପ୍ରେମୀଙ୍କ ପାଇଁ ଦୁଖଃଦ ଖବର। ବିବାହ ସିଜିନ୍ ଆରମ୍ଭ ହେଉ ହେଉ ବଢିଲାଣି ସୁନା ରେଟ୍। ଗତ ୬ ଦିନ ହେବ ସୁନା ରେଟ୍ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଆଜି ମଧ୍ୟ ସୁନା ଦର ସ୍ଥିର ରହିଥିବା ଦେଖାଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇ
)
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩, ୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ପାଇଛି।
)
ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୭୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ପାଇଛି।
)
ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ରେଟ୍ ରେ ପରିବର୍ତ୍ତନ ହୋଇଛି। ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୦୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୫୦ ଓ ୮୨୦ ଟଙ୍କା ବଢିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୦୦୦ ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୭୫୦ ଓ ୮୨୦ ଟଙ୍କା ବଢିଛି।
ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୦୦୦ ହଜାର ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୯,୭୩୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୭୫୦ ଓ ୨୪ କ୍ୟାରେଟ୍ ରେ ୮୨୦ ଓ ୧୮ କ୍ୟାରେଟ୍ ରେ ୬୧୦ ଟଙ୍କା ବୃଦ୍ଧି ପାଇଛି।