Gold Rate: ଦେଶରେ ଆରମ୍ଭ ହୋଇଯାଇଛି ବିବାହ ଋତୁ। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ମାତ୍ର ଆଜି ରବିବାର ଛୁଟିଦିନ ହେତୁ ଦେଶରେ ସୁନା ଦର ଅପରିବର୍ତ୍ତିତ ରହିଛି।
ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୮୭,୭୧୦ ଟଙ୍କା ରହିଛି ।
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୭୧୦ ଟଙ୍କା ରହିଛି।
ସେହିପରି ରାଷ୍ଟ୍ରୀୟ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୮୬୦ ଟଙ୍କା ରହିଛି।
ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୭,୭୧୦ ଟଙ୍କା ରହିଛି ।
ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୭୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦୦ ଓ ୫୫୦ ଟଙ୍କା ବୃଦ୍ଧି ହୋଇଛି।
କୋଲକାତାରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୭୧୦ ଟଙ୍କା ରହିଛି।
ट्रेन्डिंग फोटोज़