Gold Rate Today: ନୂଆବର୍ଷରେ ଗ୍ରାହକଙ୍କୁ ବଡ଼ ଝଟକା, ସୁନା ଦରରେ ଅହେତୁକ ବୃଦ୍ଧି

Gold Rate Today: ନୂଆବର୍ଷରେ ଗ୍ରାହକଙ୍କୁ ବଡ଼ ଝଟକା। ଆଜି ସୁନା ଦର ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି। ଗତକାଲି ଦର ହ୍ରାସ ହୋଇଥିବା ବେଳେ ଆଜି ଦରରେ ପରିବର୍ତ୍ତନ ହୋଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

Narmada Behera Jan 01, 2025, 10:23 AM IST
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି। 

 

ALSO READ: Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ; ଏମାନେ ରୁହନ୍ତୁ ସତର୍କ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବର୍ଷର ପ୍ରଥମ ଦିନ?

ALSO READ:  ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ନୂଆବର୍ଷ ପରେ ଛାତ୍ରଛାତ୍ରୀଙ୍କୁ ହାତଖର୍ଚ୍ଚ ଦେବେ ସରକାର!

2/5

  ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବଢିଛି। 

3/5

  ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୭୧,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୮,୦୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବଢିଛି।

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୦୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ହୋଇଛି। 

5/5

  ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୭୧,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୮,୦୦୦ ଓ ୧୮ କ୍ୟାରେଟ୍ ର ରେଟ୍ ୫୮,୫୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବଢିଛି। ସେହିପରି ୧୮ କ୍ୟାରେଟ୍ ରେ ୩୨୦ ଟଙ୍କା ବୃଦ୍ଧି ହୋଇଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link