Gold Rate Today: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ଗତକାଲି ସୁନା ରେଟ୍ ଖସିଥିବା ବେଳେ ଆଜି ମଧ୍ୟ ଦରରେ ବିରାଟ ପରିବର୍ତ୍ତନ ହୋଇଛି। ଯାହା ଗ୍ରାହକଙ୍କୁ ସ୍ବାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ତରହିଛି ସୁନା ରେଟ୍।
)
)
)
)
)
ट्रेन्डिंग फोटोज़