Gold Rate Today: ମାସ ଆରମ୍ଭରୁ ଖସିଲା ସୁନା ରେଟ୍, ଭୁବନେଶ୍ବରରେ ୧୦ ଗ୍ରାମ୍ କୁ ରହିଛି ମାତ୍ର ଏତିକି ଟଙ୍କା

Gold Rate Today: ଗ୍ରାହକଙ୍କ ପାଇଁ ଖୁସି ଖବର। ମାସ ଆରମ୍ଭରୁ ଖସିଲା ସୁନା ରେଟ୍। ଗତ କିଛିଦିନ ହେବ ସୁନା ରେଟ୍ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଆଜି ଦରରେ ବ୍ରେକ୍ ଲାଗିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ପ୍ଲାନ୍ କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?

Narmada Behera Fri, 01 Nov 2024-12:46 pm,
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୦୦ ଓ ୭୭୦ ଟଙ୍କା ହ୍ରାସ ପାଇଛି। 

ALSO READ: Career Horoscope: ନଭେମ୍ବର ୧ରେ ଉଦୟ ହେବ ୫ ରାଶିଙ୍କ ଭାଗ୍ୟ, ମାଆ ଲକ୍ଷ୍ମୀଙ୍କ କୃପାରୁ ପାଇବେ ଅପାର ଲାଭ!

ALSO READ: Weekly Special Horoscope: ୭ ରାଶିଙ୍କ ପାଇଁ ଖାସ୍ ରହିବ ନୂଆ ସପ୍ତାହ, ବ୍ୟବସାୟୀ ଓ ଚାକିରିଆଙ୍କୁ ମିଳିବ ଶୁଭଫଳ!

2/5

ସେହିକ୍ରମରେ ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୪,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୭୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୦୦ ଓ ୭୭୦ ଟଙ୍କା ହ୍ରାସ ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୭୩,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୭୦୦ ଓ ୭୭୦ ଟଙ୍କା କମିଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍  ୮୦,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୭୦୦ ଓ ୭୭୦ ହ୍ରାସ ପାଇଛି। 

 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୦,୫୬୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୬୦,୪୨୦ ଟଙ୍କା ରହିଛି। ୨୨ ,୨୪ ଓ ୧୮ କ୍ୟାରେଟ୍ ରେ ଭରି ପିଛା ୭୦୦,୭୭୦ ଓ ୫୮୦ ଟଙ୍କା ହ୍ରାସ ପାଇଛି। 

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link