Gold Rate Today: ମାସ ଆରମ୍ଭରୁ ଖସିଲା ସୁନା ରେଟ୍, ଜାଣନ୍ତୁ ଭରି ପିଛା କମିଲା କେତେ ଶହ ଟଙ୍କା?

Gold Rate Today: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ପାର୍ବଣ ପୂର୍ବରୁ ଖସିଲା ରେଟ୍। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ପ୍ଲାନ୍ କରିଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ...

Narmada Behera Tue, 01 Oct 2024-11:56 am,
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୦,୫୦୦ ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୯୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୦୦ ଓ ୩୩୦ ଟଙ୍କା ହ୍ରାସ ପାଇଛି।   

ALSO READ: Horoscope 2 October 2024: ୨ ଅକ୍ଟୋବରରେ ଭଗବାନ ଗଣେଶ ଚମକାଇବେ ଏହି ସବୁ ରାଶିର ଭାଗ୍ୟ, ପଢ଼ନ୍ତୁ ନିଜର ରାଶିଫଳ

ALSO READ: Entertainment News: କାହିଁକି ନିଜକୁ ନିଜେ ଗୁଳି କଲେ ଗୋବିନ୍ଦା ? ଜାଣନ୍ତୁ ଏହାର କାରଣ

2/5

  ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୦୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୦୦ ଓ ୩୩୦ ଟଙ୍କା ହ୍ରାସ ପାଇଛି। 

3/5

  ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦, ୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୯୧୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୦୦ ଓ ୩୩୦ ଟଙ୍କା ହ୍ରାସ ପାଇଛି।

4/5

ସେପଟେ, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୫୦୦ ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୯୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୩୦ ଟଙ୍କା  ହ୍ରାସ ପାଇଛି। 

5/5

ଅନ୍ୟପଟେ, ଓଡିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୯୧୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୦୦ ଓ ୩୩୦ ଟଙ୍କା କମିଛି।   

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link