Gold Rate Today: ଆଜି ସୁନା ଦରରେ ରେକର୍ଡ ବୃଦ୍ଧି, ଭରି ପିଛା ଏତେ ଶହ ଟଙ୍କା ବଢିଲା ରେଟ୍

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତ ସପ୍ତାହରେ ସୁନା ଦର ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଯାହା ରେକର୍ଡ ବୃଦ୍ଧି କହିଲେ ଅତୃକ୍ତି ହେବ ନାହିଁ। ଯଦି ଆପଣ ଆଜି ସୁନା- ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।

Narmada Behera Tue, 10 Dec 2024-10:20 am,
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୨,୦୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୬୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Road Accident: ବ୍ରେକ୍-ଫେଲ୍-ହୋଇ ଇଲେକ୍ଟ୍ରି ଖୁଣ୍ଟରେ ପିଟି ହେଲା ବସ୍, ୪ ଯାତ୍ରୀ ମୃତ, ୨୨ ଆହତ

ALSO READ: Asima Panda Viral Video: ସୋରିଷ କ୍ଷେତରୁ ରୋମାଣ୍ଟିକ୍ ଅନ୍ଦାଜରେ ଭାଇରାଲ୍ ହେଲା କଣ୍ଠଶିଳ୍ପୀ ଅସୀମା ପଣ୍ତାଙ୍କ ଏହି ଭିଡିଓ

2/5

  ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୭୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ   ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ପାଇଛି। 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୬୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୭୫୦ ଓ ୮୨୦ ଟଙ୍କା ବଢିଛି।

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୬୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ପାଇଛି। 

5/5

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୦୫୦ ଟଙ୍କା ଥିବା ବେଳେ ୨୪  କ୍ୟାରେଟ୍ ର ଦାମ୍ ୭୮,୬୦୦  ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୯୫୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ,  ୨୨ କ୍ୟାରେଟ୍ ରେ ୭୫୦ ,୨୪ କ୍ୟାରେଟ୍ ରେ ୮୨୦ ଓ ୧୮ କ୍ୟାରେଟ୍ ରେ ୬୧୦ ଟଙ୍କା ବୃଦ୍ଧି ପାଇଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link