Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ଦର ବୃଦ୍ଧି ହୋଇଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏ-ହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।...
)
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୭,୯୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୫୦ ଓ ୪୯୦ ଟଙ୍କା ବୃଦ୍ଧି ପାଇଛି।
ALSO READ: Politician Wedding: ରାଜନେତାଙ୍କ ପ୍ରେମରେ ଅଣ ରାଜନୀତିକ କନ୍ୟା
)
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮, ୧୩୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୪୫୦ ଓ ୪୯୦ ଟଙ୍କା ବଢିଛି।
)
ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୭,୯୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୫୦ ଓ ୪୯୦ ଟଙ୍କା ବଢିଛି।
)
ଦକ୍ଷିଣ ଭାରତର ପ୍ରମୁଖ ସହର ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୭,୯୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ସୁନାରେ ୪୫୦ ଓ ୪୯୦ ଟଙ୍କା ବୃଦ୍ଧି ହୋଇଛି।
)
ସେହିପରି ଓଡିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୭,୯୮୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୬୫,୯୯୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ୪୫୦,୪୯୦ ଓ ୩୭୦ ଟଙ୍କା ବଢିଛି।
ट्रेन्डिंग फोटोज़