Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନା ଦରରେ ଅହେତୁକ ବୃଦ୍ଧି ହୋଇଥିବା ବେଳେ ଆଜି ଦର ବୃଦ୍ଧି ରେକର୍ଡ ଭାଙ୍ଗିଛି। ଯାହା ଗ୍ରାହକଙ୍କ ଚିନ୍ତା ବଢାଇ ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।...
)
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୭୮୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୧୦୦ ଓ ୧୨୦୦ ଟଙ୍କା ବୃଦ୍ଧି ହୋଇଛି।
ALSO READ: ହୋଲିରେ ରଙ୍ଗ ଦୋକାନରୁ ଭାଇରାଲ୍ ହେଲା ଅଭିନେତ୍ରୀ କାବେରୀଙ୍କ ଏହି ଭିଡିଓ, ଦେଖନ୍ତୁ
ALSO READ: Surya Shani Yuti 2025: ସୂର୍ଯ୍ୟ-ଶନିଙ୍କ ଦୁର୍ଲଭ ଯୋଗ, ଫିଟିବ ୫ ରାଶିଙ୍କ ଭାଗ୍ୟ, ହେବେ ମାଲାମାଲ୍
)
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୯,୯୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୧୦୦ ଓ ୧୨୦୦ ଟଙ୍କା ବୃଦ୍ଧି ହୋଇଛି।
)
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୯,୭୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧,୧୦୦ ଓ ୧,୨୦୦ ଟଙ୍କା ବୃଦ୍ଧି ପାଇଛି।
)
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୯,୭୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧,୧୦୦ ଓ ୧୨୦୦ ଟଙ୍କା ବଢିଛି।
)
ଅନ୍ୟପଟେ ,ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୯,୭୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୧୦୦ ଓ ୧୨୦୦ ଟଙ୍କା ବଢିଛି।
ट्रेन्डिंग फोटोज़