Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନାଦର ରେକର୍ଡ଼ ଭାଙ୍ଗିଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯାହା ଗ୍ରାହକଙ୍କୁ ଝଟକା ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?
)
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ରେଟ୍ ୮୯,୭୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ବୃଦ୍ଧି ହୋଇଛି।
ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ଆଜି ବଢିପାରେ ଅଡୁଆ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?
ALSO READ: Budh Uday 2025: ମୀନରେ ଅସ୍ତ ହେବେ ବୁଧ, ଏହିସବୁ ରାଶିଙ୍କ ଫିଟିବ ଭାଗ୍ୟ, ବ୍ୟବସାୟୀଙ୍କ ସହ ଚାକିରିଆ ହେବେ ଧନବାନ୍
)
ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୪୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୯୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ଟଙ୍କା ବଢିଛି।
)
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୯,୭୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବୃଦ୍ଧି ହୋଇଛି।
)
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୭୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବଢିଛି।
)
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୭୯୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୬୭,୩୫୦ ଟଙ୍କା ରହିଛି। ୨୨ ,୨୪ ଓ ୧୮ କ୍ୟାରେଟ୍ ରେ ୧୦ ଟଙ୍କା ବୃଦ୍ଧି ପାଇଛି।
ट्रेन्डिंग फोटोज़