Gold Rate Today: ନୂଆ ସୁନା ଦର ଜାରି, ଜାଣନ୍ତୁ ଭୁବନେଶ୍ବରରେ ଆଜି ଭରି ପିଛା କେତେ ରହିଛି ରେଟ୍?

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଦିର୍ଘ ତିନିଦିନ ହେବ ସୁନା ରେଟ୍ ଖୁସିଥିବା ବେଳେ ଆଜି ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। କାର୍ତ୍ତିକ ପୂର୍ଣ୍ଣିାମା ଅବସରରେ ଯଦି ଆପଣ ସୁନା -ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

Narmada Behera Nov 15, 2024, 12:28 PM IST
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୯, ୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୭୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବଢିଛି।  

ALSO READ: Weekly Special Horoscope: ନୂଆ ସପ୍ତାହରେ ଫିଟିବ ଏହିସବୁ ରାଶିଙ୍କ ଭାଗ୍ୟ, ବଦଳିବ ଆର୍ଥିକ ସ୍ଥିତି!

ALSO READ: Kartik Purnima 2024: କାର୍ତ୍ତିକ ପୂର୍ଣ୍ଣିମାରେ ପଡି଼ଛି ୪ ଶୁଭଯୋଗ,ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ,କିଣିବେ ନୂଆ ଘର ସହ...

 

2/5

  ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୯,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୯୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବଢିଛି। 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୯,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୭୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୭୬୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବଢିଛି। 

5/5

ସେହିପରି ଓଡିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୫,୭୬୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୬,୮୨୦ ଟଙ୍କା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ପ୍ରଦାନ କରୁଛୁ ଯେ, ୨୨ କ୍ୟାରେଟ୍ ରେ  ୧୦୦ ଓ ୨୪ କ୍ୟାରେଟ୍ ରେ ୧୧୦ ଓ ୧୮ କ୍ୟାରେଟ୍ ରେ ୮୦ ଟଙ୍କା ଆଜି ବୃଦ୍ଧି ପାଇଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link