Advertisement
Photo Details/zeeodisha/odisha2761442
photoDetails0hindi

Gold Rate Today: ଗ୍ରାହକଙ୍କ ପାଇଁ ଖୁସି ଖବର, ସୁନାଦରରେ ଲାଗିଲା ବ୍ରେକ୍, ୭୨ ହଜାର ତଳେ ରହିଛି ଭରିପିଛା ମୂଲ୍ୟ

Gold Rate Today: ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର। ଗତକାଲି ସୁନାଦରରେ ବୃହତ ହ୍ରାସ ଦେଖିବାକୁ ମିଳିଥିବା ବେଳେ ଆଜି ଦରକୁ ନେଇ ଆସିଛି ଖୁସି ଖବର। ଯାହା ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି। ବିବାହ ସିଜିନ୍ ରେ ସୁନା ଦର ରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୭,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୫,୧୩୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନି। 

ALSO READ: Odisha Weather Report: ବିଜୁଳି ଘଡ଼ଘଡି଼ ସହ ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ଆଲର୍ଟ,୬୦ କିମି ବେଗରେ...

ALSO READ: Surya Chandra Yuti 2025: ୨୦୦ ବର୍ଷ ପରେ ପଡି଼ଛି ସୂର୍ଯ୍ୟ-ଚନ୍ଦ୍ରଙ୍କ ଦୁର୍ଲଭ ଯୋଗ,ଫିଟିବ ୫ରାଶିଙ୍କ ଭାଗ୍ୟ,ବଢିବ ବ୍ୟାଙ୍କ୍ ବାଲାନ୍ସ!

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୭,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୫,୨୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦର ସ୍ଥିର ରହିଛି। 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୭,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୫,୧୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଦର ଏଠାରେ ଅପରିବର୍ତ୍ତିତ ରହିଛି।

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୭,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୫,୧୩୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନି। 

 

5/5

ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ୍ ରେଟ୍ ୮୭,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍  ୯୫,୧୩୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୭୧,୩୫୦ ଟଙ୍କା ରହିଛି। ଏଠାରେ  ୨୨,୨୪ ଓ ୧୮ କ୍ୟାରେଟ୍ ରେ ଦର ସ୍ଥିର ରହିଛି। 

 

;