Advertisement
Photo Details/zeeodisha/odisha2433832
photoDetails0hindi

Gold Rate Today: ଗ୍ରାହକଙ୍କ ପାଇଁ ବଡ଼ ଖବର, ଭରି ପିଛା ଏତିକି ଟଙ୍କା କମିଲା ସୁନା ରେଟ୍

Gold Rate Today: ଗ୍ରାହକଙ୍କ ପାଇଁ ବଡ଼ ଖବର। ପାର୍ବଣ ପୂର୍ବରୁ ଖସିଲା ସୁନା ରେଟ୍ । ଗତ ସପ୍ତାହରେ ସୁନା ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଥିଲା। ଆଜି ଦରରେ ପରିବର୍ତ୍ତନ ଦେଖାଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା ରଖିଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ରେଟ୍? 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ  ୬୮,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ପାଇଛି। 

ALSO READ: Guru Gochar 2024: ବୃହସ୍ପତିଙ୍କ ଚଳନ, ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ମିଳିବ ନୂଆ ଚାକିରି ସାଙ୍ଗକୁ...

ALSO READ: Petrol Diesel Price Today: ନୂଆ ତେଲ ଦର ଜାରି, ଜାଣନ୍ତୁ ରାଜ୍ୟରେ ଆଜି ଲିଟର ପିଛା କେତେ ବଢିଲା ପେଟ୍ରୋଲ-ଡିଜେଲ୍ ରେଟ୍?

2/5

ସେହିପରି,  ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ  ୬୮,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୦୪୦ ଟଙ୍କା ରହିଛି । ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ  ୧୫୦ ଓ ୧୬୦ ଟଙ୍କା କମିଛି।

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୮୯୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୧୫୦  ଓ ୧୬୦ ଟଙ୍କା ଖସିଛି।

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ପାଇଛି।

 

5/5

ସେହିପରି, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୮୯୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ କ୍ୟାରେଟ୍ ରେ ୧୫୦ ଓ ୨୪ କ୍ୟାରେଟ୍ ରେ ୧୬୦ ଟଙ୍କା ଦର ଖସିଛି।