Advertisement
Photo Details/zeeodisha/odisha2563448
photoDetails0hindi

Gold Rate Today: ଲଗାତର ତୃତୀୟ ଦିନରେ ସୁନା ଦରରେ ହ୍ରାସ, ୫୮ ହଜାର ତଳକୁ ଖସିଲା ରେଟ୍!

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ବିବାହ ସିଜିନ୍ -ରେ ପୁଣି ଖସିଲା ସୁନା ଦର। ଲଗାତର ତୃତୀୟ ଦିନରେ ଶସ୍ତା ହେଲା ସୁନା । ଯାହା ଗ୍ରାହକଙ୍କ ପାଇଁ ବଡ଼ ଆଶ୍ବସ୍ତି କହିଲେ ଅତୃକ୍ତି ହେବ ନାହିଁ। ଯଦି ଆପଣ ଆଜି ସୁନା -ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ପାଇଛି।

ALSO READ: New Year 2025: ଏହିସବୁ ରାଶିଙ୍କ ପାଇଁ ବେଶ୍ ଶୁଭ ରହିବ ବର୍ଷ ୨୦୨୫, ମାଲାମାଲ୍ ହେବା ସହ ବର୍ଷ ସାରା କମାଇବେ ମୋଟା ଅଙ୍କର ଟଙ୍କା!

ALSO READ: Shani Budh Yuti 2024: ୨୦୨୫-ଜାନୁଆରୀ ୧ ରୁ ଫିଟିବ ଏହିସବୁ ରାଶିଙ୍କ ଭାଗ୍ୟ, ଚାକିରି ଓ ବ୍ୟବସାୟରେ ପାଇବେ ସଫଳତା

2/5

ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୦୦ ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୯୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୫୦ ଓ ୧୬୦ ଟଙ୍କା କମିଛି।

 

3/5

ସେହିପରି ମାୟା-ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧, ୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୮୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ଖସିଛି।

 

4/5

ଅନ୍ୟପଟେ, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା କମିଛି।

 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟର ରେଟ୍ ୭୭,୮୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୩୮୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୫୦ ଓ ୧୬୦ ଟଙ୍କା ହ୍ରାସ ପାଇଥିବା ବେଳେ ୧୮ କ୍ୟାରେଟ୍ ରେ ୧୨୦ ଟଙ୍କା ଖସିଛି। 

ALSO READ: Petrol Diesel Price Today: ନୂଆ ତୈଳ ଦର ଜାରି, ରାଜ୍ୟର ଏହିସବୁ ସହରରେ ଖସିଲା ପେଟ୍ରୋଲ-ଡିଜେଲ ରେଟ୍