Advertisement
Photo Details/zeeodisha/odisha2477756
photoDetails0hindi

Gold Rate Today: ଧନତେରାସ୍ ପୂର୍ବରୁ ବଢିଲା ସୁନା ଦର, ଭରି ପିଛା ଏତେ ଶହ ଟଙ୍କା ହେଲା ବୃଦ୍ଧି

Gold Rate Today: ଉଛୁଳୁଛି ସୁନା ବଜାର।  ଧନତେରାସ୍ ଓ ଦୀପାବଳି ପୂର୍ବରୁ ବଢିଲା ଦର। ଗତକାଲି ଦର ବୃଦ୍ଧି ହେବା ବେଳେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖାଦେଇଛି । ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍? 

 

1/5

ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୮,୯୮୦ ଟଙ୍କା ରହିଛି । ୨୨  ଓ ୨୪ କ୍ୟାରେଟ୍ ରେ ୮୦୦ ଓ ୮୭୦ ଟଙ୍କା ବୃଦ୍ଧି  ପାଇଛି। 

ALSO READ: Odisha News: ଅନୁପ୍ରବେଶକାରୀ ବାଂଲାଦେଶୀଙ୍କୁ କେବେ ଚିହ୍ନିବେ ଆଇନ ମନ୍ତ୍ରୀ

ALSO READ: Weekly Special Horoscope: ଏହିସବୁ ରାଶିଙ୍କ ଶୁଭ ରହିବ ନୂଆ ସପ୍ତାହ , କର୍ମକ୍ଷେତ୍ରରୁ ମିଳିବ ଖୁସି ଖବର, ବ୍ୟବସାୟୀଙ୍କର ବଢିବ ଲାଭ!

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୧୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୮୦୦ ଓ ୮୭୦ ଟଙ୍କା ବଢିଛି। 

 

3/5

ମୁମ୍ବାଇରେ ମଧ୍ୟ ୨୨ କ୍ୟାରେଟ୍ ର ୧୦ ଗ୍ରାମ୍ ମୂଲ୍ୟ ୭୨,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୧୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୮୦୦ ଓ ୮୭୦ ଟଙ୍କା ବଢିଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୭୨,୪୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୯୮୦ ଟଙ୍କା ରହିଛି । ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୮୦୦ ଓ ୮୭୦ ଟଙ୍କା ବଢିଛି।

 

5/5

ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୪୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୯୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୮୦୦ ଓ ୮୭୦ ଟଙ୍କା ବୃଦ୍ଧି ପାଇଛି।