Advertisement
Photo Details/zeeodisha/odisha2435347
photoDetails0hindi

Gold Rate Today: ପୁଣି ଖସିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ ଭରି ପିଛା କେତେ କମିଲା ରେଟ୍?

ଗ୍ରାହକଙ୍କ ପାଇଁ ଖୁସି ଖବର।  ଦୁର୍ଗା ପୂଜା ପୂର୍ବରୁ ପୁଣି ଥରେ ଖସିଲା ସୁନା ରେଟ୍। ଗତକାଲି ଦର ହ୍ରାସ ହୋଇଥିବା ବେଳେ ଆଜି ମଧ୍ୟ ରେଟ୍ ରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା-ଗହଣା କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତ

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୭୩୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ରେ ୧୬୦ ଟଙ୍କା ହ୍ରାସ ପାଇଛି। 

 

ALSO READ: Budh Uday 2024: ବୁଧଙ୍କ କୃପାରୁ ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ ସାଙ୍ଗକୁ...

ALSO READ: Raod Accident: ଭୟଙ୍କର ସଡ଼କ ଦୁର୍ଘଟଣା, ଏକା ସାଙ୍ଗରେ ଆଖିବୁଜିଲେ ଗୋଟିଏ ପରିବାରର ୫ ସଦସ୍ୟ

2/5

ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୮୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ହୋଇଛି। 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୭୩୦ ଟଙ୍କା ରହିଛି। ଏଠାରେ ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା କମିଛି।

 

4/5

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୭୩୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ହୋଇଛି। 

5/5

ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୫୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୭୪,୭୩୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୬,୦୫୦ ଟଙ୍କା ରହିଛି।  ତେବେ, ଏଠାରେ ୧୮, ୨୨ ଓ ୨୪ କ୍ୟାରେଟ୍ ରେ  ଭରି ପିଛା ୧୨୦,୧୫୦ ଓ ୧୬୦ ଟଙ୍କା  ହ୍ରାସ ହୋଇଛି।