Gold Rate Today: ଚତୁର୍ଥ ଦିନରେ ସୁନା ଦରରେ ହ୍ରାସ, ଆଜି ଭରି ପିଛା ଏତେ ଟଙ୍କା କମିଲା ରେଟ୍

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ଖସିଲା ସୁନା ରେଟ୍। ଲଗାତର ଚତୁର୍ଥ ଦିନରେ ଶସ୍ତା ହେଲା ସୁନା। ଯାହା ଗ୍ରାହକଙ୍କୁ ବଡ଼ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?

Narmada Behera Dec 19, 2024, 09:56 AM IST
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ହୋଇଛି।

ALSO READ: Viral Video: ସୁଇମିଙ୍ଗ୍ -ପୁଲରୁ ଭାଇରାଲ୍ ହେଲା କାରଖାନା ଭାଉଜଙ୍କ ଏହି ଭିଡିଓ, ଦେଖନ୍ତୁ

ALSO READ: Shani Gochar Sanyog 2025: ସୂର୍ଯ୍ୟ ପରାଗରେ ଶନିଙ୍କ ଶୁଭଚଳନ, ଆରମ୍ଭ ହେବ ଭଲ ସମୟ, ଟଙ୍କାରେ ୫ ରାଶିଙ୍କ ଆକାଉଣ୍ଟ ହେବ ଫୁଲ୍

 

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୯୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ହୋଇଛି।

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୮୩୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଏଠାରେ ମଧ୍ୟ ୧୦ ଟଙ୍କା ହ୍ରାସ ହୋଇଛି।

4/5

ଅନ୍ୟପଟେ, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭, ୮୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ଖସିଛି।

 

5/5

ସେହିପରି, ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୩୦ ଓ ୧୮ କ୍ୟାରେଟ୍ ର ରେଟ୍ ୫୮,୩୭୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ଖସିଛି। 

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link