Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନାଦର ବୃଦ୍ଧି ରେକର୍ଡ଼ ଭାଙ୍ଗିଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍....
)
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୯୦୦ ଟଙ୍କା ରହିଛି। ଏବଂ ୨୪ କ୍ୟାରେଟ୍ ର ଦାମ୍ ୯୦,୪୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି।
ALSO READ: Shani Amavasya 2025: ଶନି ଅମାବାସ୍ୟାରୁ ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ବର୍ଷ ତମାମ୍ ହେବ ଟଙ୍କା ବର୍ଷା !
ALSO READ: ମେକଅପ୍ ରୁମ୍ ରେ ଏମିତି କିଛି କରୁଥିଲେ କଣ୍ଠଶିଳ୍ପୀ ଅସୀମା, ଭାଇରାଲ୍ ହେଲା ଭିଡିଓ
)
ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୩,୦୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୦,୫୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବଢିଛି।
)
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୦,୪୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବଢିଛି।
)
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୦,୪୪୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି।
)
ଓଡିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୦,୪୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୬୭,୮୩୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ୪୦୦,୪୪୦ ଓ ୩୩୦ ଟଙ୍କା ବଢିଛି।
ट्रेन्डिंग फोटोज़