Gold Rate Today: ଧନତେରାସ୍ ପୂର୍ବରୁ ରେକର୍ଡ ଭାଙ୍ଗିଲା ସୁନା ଦର, ଜାଣନ୍ତୁ ଆଜି ଭୁବନେଶ୍ବରରେ ଭରି ପିଛା କେତେ ରହିଛି ରେଟ୍?

Gold Rate Today: ଦୀପାବଳୀ ଓ ଧନତେରାସ୍ ପୂର୍ବରୁ ଗ୍ରାହକଙ୍କୁ ବଡ଼ ଝଟକା। ପୁଣି ଥରେ ବଢିଲା ସୁନା ଦର। ଲଗାତର ତିନି ଦିନ ଧରି ସୁନା ଦର ବୃଦ୍ଧି ହେବାରେ ଲାଗିଛି। ଆଜି ମଧ୍ୟ ଦର ଆକାଶ ଛୁଆଁ ହୋଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ପ୍ଲାନ୍ କରିଛନ୍ତି। ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍...

Narmada Behera Sat, 19 Oct 2024-12:33 pm,
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୨୦ ଟଙ୍କା ରହିଛି ।  ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ରହିଛି। 

ALSO READ: Weekly Career Horoscope: ନୂଆ ସପ୍ତାହରେ ଲାଭରେ ରହିବ ଏହିସବୁ ରାଶି, ବେକାରିଙ୍କୁ ମିଳିବ ନୂଆ ଚାକିରି, ବ୍ୟବସାୟୀଙ୍କର ବଢିବ ଆୟ...

ALSO READ: Rani Panda: ବ୍ରେକ୍-ଅଫ୍ ପରେ କାହା ପାଇଁ ଏତେ ଖୁସିରେ ଅଛନ୍ତି ଯାତ୍ରା ଅଭିନେତ୍ରୀ ରାଣୀପଣ୍ତା, ଭିଡିଓ ଭାଇରାଲ୍

2/5

ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୯୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୫୭୦ ଟଙ୍କା ରହିଛି ।  ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୮୦ ଓ ୪୪୦ ଟଙ୍କା ବଢିଛି। 

3/5

ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୨୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୯,୪୨୦ ଟଙ୍କା ରହିଛି। ଏଠାରେ ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି। 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି।   

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link