Advertisement
Photo Details/zeeodisha/odisha2438668
photoDetails0hindi

Gold Rate Today: ସୁନା ଦର ବୃଦ୍ଧି, ଜାଣନ୍ତୁ ଭରି ପିଛା କେତେ ଟଙ୍କା ବଢିଲା ରେଟ୍ ?

Gold Rate Today: ସପ୍ତାହ ଶେଷରେ ଲାଗିଲା ଗ୍ରାହକଙ୍କୁ ବଡ଼ ଝଟକା। ଲଗାତର ୪ ଦିନ ହେବ ସୁନା ଦର ଖସିଥିବା ବେଳେ ଆଜି ଦର ବୃଦ୍ଧି ପାଇଛି। ଯାହାକି ଗ୍ରାହକଙ୍କ ଟେନସନ୍ ବଢାଇ ଦେଇଛି। ଯଦି ଆପଣ ଆଜି ସୁନା- କିଣିବା ପାଇଁ ପ୍ଲାନ୍ ରଖିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା ଆଜି ଦେଶର ପ୍ରମୁଖ ସହର ଗୁଡିକରେ କେତେ ରହିଛି ସୁନା ରେଟ୍...

1/5

ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୧୧୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୬୦୦ ଓ ୬୬୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Weekly Career Horoscope: ଏହିସବୁ ରାଶିଙ୍କ ପାଇଁ ମଙ୍ଗଳମୟ ରହିବ ଆଗାମୀ ସପ୍ତାହ, ଚାକିରିରେ ମିଳିବ ପଦୋନ୍ନତି ସହ ବଢିବ ଆୟ!

ALSO READ:  Guru Shani Yuti 2024: ବୃହସ୍ପତି-ଶନି ବଦଳାଇବେ ଏହିସବୁ ରାଶିଙ୍କ ଭାଗ୍ୟ, ଅକ୍ଟୋବରରୁ ଆରମ୍ଭ ହେବ ଶୁଭ ସମୟ!

 

 

2/5

ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ  ୬୯,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୫,୨୬୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୬୦୦ ଓ ୬୬୦ ଟଙ୍କା ଭରି ପିଛା ବୃଦ୍ଧି ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୧୧୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ପିଛା ୬୦୦ ଓ ୬୬୦ ଟଙ୍କା ବଢିଛି।

 

4/5

ସେହିପରି,  ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୧୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୦୦ ଓ  ୬୬୦ ଟଙ୍କା ବୃଦ୍ଧି ପାଇଛି। 

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୮୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୧୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୦୦ ଓ ୬୬୦ ଟଙ୍କା ଭରି ପିଛା ବୃଦ୍ଧି ପାଇଛି।