Advertisement
Photo Details/zeeodisha/odisha2523805
photoDetails0hindi

Gold Rate Today: ସୁନା ଦରରେ ପରିବର୍ତ୍ତନ, ୫୯ ହଜାର ତଳେ ଭରି ପିଛା ରେଟ୍

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଲଗାତର ତିନି ଦିନ ହେବ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ଗ୍ରାହକ। ବିବାହ ସିଜିନ୍ ରେ ସୁନା ଦର ବୃଦ୍ଧି ଗ୍ରାହକଙ୍କୁ ଶକ୍ତ ଝଟାକ ଦେଇଛି। ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା ରଖିଛନ୍ତି। ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧, ୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୯୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୩୦ ଟଙ୍କା ବୃଦ୍ଧି ପାଇଛି।  

ALSO READ: Job And Business Horoscope: ନଭେମ୍ବର ୨୧ରେ ଫିଟିବ ୫ ରାଶିଙ୍କ ଭାଗ୍ୟ, କର୍ମକ୍ଷେତ୍ରରୁ ମିଳିବ ଖୁସି ଖବର! 

ALSO READ: Rani Panda: ପ୍ରଥମ ପ୍ରେମିକ ବିକ୍ରମକୁ ଭୁଲି ଏବେ ଏହି ଯୁବକଙ୍କୁ ଡେଟ୍ କରୁଛନ୍ତି ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ତା! ଭିଡିଓ ଭାଇରାଲ୍

2/5
  ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୦୦ ଓ ୩୩୦ ଟଙ୍କା ବଢିଛି। 

3/5
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୯୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୩୦୦ ଓ ୩୩୦ ଟଙ୍କା ବୃଦ୍ଧି ପାଇଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୭୭,୯୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୩୦୦ ଓ ୩୩୦ ଟଙ୍କା ବଢିଛି। 

 

5/5

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୧୮ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୫୮,୪୬୦ ଟଙ୍କା ଥିବା ବେଳେ ,୨୨ କ୍ୟାରେଟ୍ ର ଦାମ୍ ୭୧,୪୫୦ ଓ ୨୪ କ୍ୟାରେଟ୍ ର ଦାମ୍ ୭୭,୯୫୦ ଟଙ୍କା ରହିଛି। ୧୮ କ୍ୟାରେଟ୍ ରେ ୨୪୦ ଟଙ୍କା ବୃଦ୍ଧି ପାଇଥିବା ବେଳେ ୨୨ କ୍ୟାରେଟ୍ ରେ ୩୦୦ ଓ ୨୪ କ୍ୟାରେଟ୍ ରେ ୩୩୦ ଟଙ୍କା ବୃଦ୍ଧି ପାଇଛି।