Gold Rate Today: ଦୀପାବଳି ଓ ଧନତେରାସ୍ ପୂର୍ବରୁ ପୁଣି ବଢିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ ଭରି ପିଛା କେତେ ରହିଛି ରେଟ୍ ?

Gold Rate Today: ଉଛୁଳୁଛି ସୁନା ବଜାର। ଦୀପାବଳି ଓ ଧନତେରାସ୍ ପୂର୍ବରୁ ବଢିଲା ସୁନା ରେଟ୍। ଯାହା କେବଳ ଗ୍ରାହକଙ୍କ ଟେନସନ୍ ବଢାଇ ଦେଇନି। ଦୋକାନୀଙ୍କୁ ମଧ୍ୟ ଚିନ୍ତାରେ ପକାଇଛି। କାହିଁକିନା ଆଗକୁ ଆସୁଛି ଧନତେରାସ୍ ଓ ଦୀପାବଳି ପର୍ବ। ଦର ବୃଦ୍ଧି ହେଲେ ସୁନା କାରବାର କମ୍ ହେବ । ତେବେ, ଆସନ୍ତୁ ଜାଣିବା ଆଜି ଭାରତରେ ଭରି ପିଛା କେଉଁ ସହରରେ କେତେ ଅଛି ରେଟ୍?...

Narmada Behera Tue, 22 Oct 2024-10:59 am,
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୦୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୫୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ପିଛା ୧୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Horoscope 23 October 2024: ୨୩ ଅକ୍ଟୋବରରେ ଭଗବାନ ଗଣେଶ ଚମକାଇବେ ଏହି ସବୁ ରାଶିର ଭାଗ୍ୟ, ପଢ଼ନ୍ତୁ ନିଜର ରାଶିଫଳ

ALSO READ: Guru Gochar 2024: ଏହିସବୁ ରାଶିଙ୍କ ଭାଗ୍ୟ ଉଦୟ କରିବେ ବୃହସ୍ପତି, ବ୍ୟବସାୟୀ ହେବେ ଲାଭବାନ୍, ଚାକିରିଆ ପାଇବେ ଖୁସି ଖବର!

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୧୬୦ ଟଙ୍କା ରହିଛି। ୨୪ କ୍ୟାରେଟ୍ ର ଦାମ୍  ୭୯,୮୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଭରି ପିଛା ମାତ୍ର ୧୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ମୁମ୍ବାଇରେ ମଧ୍ୟ ସୁନାଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ୨୨ କ୍ୟାରେଟ୍ ର ୧୦ ଗ୍ରାମ୍ ମୂଲ୍ୟ ୭୩,୦୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରଟ୍ ଭରି ପିଛା ୧୦ ଟଙ୍କା ବୃଦ୍ଧି ପାଇଛି। 

 

4/5

ଚେନ୍ନାଇରେ ମଧ୍ୟ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩, ୦୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ପିଛା ଏଠାରେ ମଧ୍ୟ ୧୦ ଟଙ୍କା ବଢିଛି। 

 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୦୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୫୦ ଟଙ୍କା ରହିଛି। ଏଠାରେ ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ବୃଦ୍ଧି ପାଇଛି।   

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link