Gold Rate Today: ୫୯ ହଜାରରେ ଡେଇଁଲା ଭରି ପିଛା ମୂଲ୍ୟ, ଜାଣନ୍ତୁ ଭୁବନେଶ୍ୱରରେ ଆଜି କେତେ ରହିଛି ସୁନା ରେଟ୍?

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ବିବାହ ସିଜିନ୍ ରେ ବଢିଲା ସୁନା ରେଟ୍। ଗତ ପାଞ୍ଚ ଦିନ ହେବ ସୁନା ରେଟ୍ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଆଜି ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖାଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍

Narmada Behera Sat, 23 Nov 2024-10:49 am,
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩, ୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: ପ୍ରଥମାଷ୍ଟମୀରେ ପଡି଼ଛି ତିନି ଶୁଭଯୋଗ, ଫିଟିବ ଏହିସବୁ ରାଶିଙ୍କ ଭାଗ୍ୟ, ବଢିବ ବ୍ୟାଙ୍କ୍ ବାଲାନ୍ସ!

ALSO READ: ଯାତ୍ରା ଅଭିନେତ୍ରୀ ନିଶା ମହାରଣାଙ୍କ ସହ ରାସ୍ତାରେ ଏମିତି କିଛି କଲେ ଯୁବକ, ଭିଡିଓ ହେଲା ଭାଇରାଲ୍

2/5

ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୭୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ରେଟ୍ ରେ ପରିବର୍ତ୍ତନ ହୋଇଛି। ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୦୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୫୦ ଓ ୮୨୦ ଟଙ୍କା ବଢିଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୦୦୦ ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୭୫୦ ଓ ୮୨୦ ଟଙ୍କା ବଢିଛି। 

 

5/5

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୦୦୦ ହଜାର ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୬୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୯,୭୩୦ ଟଙ୍କା ରହିଛି। ୨୨  କ୍ୟାରେଟ୍ ରେ ୭୫୦ ଓ ୨୪ କ୍ୟାରେଟ୍ ରେ ୮୨୦ ଓ ୧୮ କ୍ୟାରେଟ୍ ରେ ୬୧୦ ଟଙ୍କା ବୃଦ୍ଧି ପାଇଛି। 

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link