Gold Rate Today: ଆଜି ପୁଣି ହ୍ରାସ ପାଇଲା ସୁନା ଦର, ୫୮ ହଜାର ତଳେ ଭରି ପିଛା ମୂଲ୍ୟ

Gold Rate Today: ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର। ବିବାହ ସିଜିନ୍-ରେ ଲଗାତର ସୁନା ଦର ଶସ୍ତା ହେବାରେ ଲାଗିଛି। ଆଜି ମଧ୍ୟ ଦର ହ୍ରାସ ହୋଇଥିବା ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କ ପାଇଁ ବଡ଼ ଆଶ୍ବସ୍ତି କହିଲେ ଅତୃକ୍ତି ହେବ ନାହିଁ। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ସୁନା ରେଟ୍?

Narmada Behera Dec 25, 2024, 10:20 AM IST
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦, ୮୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୩୪୦ ଟଙ୍କା ରହିଛି। ୨୨ ଓ ୨୪  କ୍ୟାରେଟ୍ ରେ   ମାତ୍ର ୧୦ ଟଙ୍କା ହ୍ରାସ ପାଇଛି।

ALSO READ: PV Sindhu Wedding Pics: ବିବାହ ବନ୍ଧନରେ ବନ୍ଧି ହେଲେ ପିଭି. ସିନ୍ଧୁ, ଜାଣନ୍ତୁ କ' ଣ କରନ୍ତି ତାଙ୍କ ଜୀବନ ସାଥୀ?

ALSO READ: Budh Gochar 2024: ୨୦୨୫ ଜାନୁଆରୀରୁ ବୁଧ ଚମକାଇବେ ଏହିସବୁ ରାଶିଙ୍କ ଭାଗ୍ୟ, ମାଟି ଧରିଲେ ହେବ ସୁନା !

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୪୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ଖସିଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୩୪୦ ଟଙ୍କା  ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି। 

 

4/5

ସେହିପରି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୩୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ କମିଛି। 

 

5/5

ଅନ୍ୟପଟେ, ଓଡିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ ୭୭,୩୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୫୮,୦୦୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ ,୨୨,୨୪ ଓ ୧୮ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ହୋଇଛି।  

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link