Gold Rate Today: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ଗତକାଲି ସୁନା ଦର ହ୍ରାସ ପାଇଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?
)
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୧,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୯,୨୯୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୩୦ ଟଙ୍କା ହ୍ରାସ ପାଇଛି।
ALSO READ: Rani panda Viral Video: ପ୍ରେମିକ ବିକ୍ରମକୁ ଭୁଲି ନାହାଁନ୍ତି ରାଣୀ ପଣ୍ତା, ଇନଷ୍ଟାରେ ସେୟାର କଲେ ଏହି ଭିଡିଓ
ALSO READ: KL Rahul: ବାପା ହେଲେ କେ.ଏଲ୍ ରାହୁଲ, ଜାଣନ୍ତୁ କନ୍ୟା ନା ପୁତ୍ର ସନ୍ତାନ?
)
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୪୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୩୦ ଟଙ୍କା କମିଛି।
)
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୧,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୨୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୩୦ ଟଙ୍କା ଖସିଛି।
)
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୧,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୨୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୩୦ ଟଙ୍କା କମିଛି।
)
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୧,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୯, ୨୯୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୬୬,୯୭୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ୩୦୦,୩୩୦ ଓ ୨୫୦ ଟଙ୍କା ବୃଦ୍ଧି ହ୍ରାସ ପାଇଛି।
ट्रेन्डिंग फोटोज़