Gold Rate Today: ଆଜି ସୁନାଦରରେ ରେକର୍ଡ ହ୍ରାସ, ୫୮ ହଜାର ତଳକୁ ଖସିଲା ଭରି ପିଛା ମୂଲ୍ୟ

Gold Rate Today: ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର। ପୁଣି ଖସିଲା ସୁନା ରେଟ୍। ଆଜି ସୁନା ଦରରେ ରେକର୍ଡ଼଼ ହ୍ରାସ ହୋଇଛି। ଗତ ସପ୍ତାହରେ ସୁନା ଦର ହୁ ହୁ ହୋଇ ବଢିଚାଲିଥିବା ବେଳେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖାଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ପ୍ଲାନ୍ କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

Narmada Behera Nov 26, 2024, 11:37 AM IST
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୨୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୨,୦୦ ଓ ୧୩୧୦ ଟଙ୍କା ହ୍ରାସ ପାଇଛି।

ALSO READ: Job And Business Horoscope: ନଭେମ୍ବର ୨୬ରେ ଫିଟିବ ୭ ରାଶିଙ୍କ ଭାଗ୍ୟ, ବାଣିଜ୍ୟ-ବ୍ୟବସାୟରେ ବଢିବ ଲାଭ!

ALSO READ: Asima Panda Viral Video: ହୋଟେଲ୍-ରୁ ଭାଇରାଲ୍ ହେଲା କଣ୍ଠଶିଳ୍ପୀ ଅସୀମା ପଣ୍ତାଙ୍କ ଏହି ଭିଡିଓ, ଦେଖନ୍ତୁ

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୩୯୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୨୦୦ ଓ ୧୩୧୦ ଟଙ୍କା କମିଛି। 

 

3/5

ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୨୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୨୦୦ ଓ ୧୩୧୦ ଟଙ୍କା ହ୍ରାସ ପାଇଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭, ୨୪୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୨୦୦ ଓ ୧୩୧୦ ଟଙ୍କା ଖସିଛି। 

 

5/5

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୨୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୭,୯୩୦ ଟଙ୍କା ରହିଛି। ତେବେ, ଏଠି ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୨୦୦, ୨୪ କ୍ୟାରେଟ୍ ରେ  ୧୩୧୦ ଓ ୧୮ କ୍ୟାରେଟ୍ ରେ ୯୮୦ ଟଙ୍କା ହ୍ରାସ ପାଇଛି। 

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link