Gold Rate Today: ଗ୍ରାହକଙ୍କ ପାଇଁ ଖୁସି ଖବର, ୫୮ ହଜାର ତଳେ ସୁନା ଦର

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଆଗକୁ ଆସୁଛି ପାର୍ବଣ ଆଉ ତା ପୂର୍ବରୁ ସୁନାଦରକୁ ନେଇ ଆସିଛି ବଡ଼ ଅପଡେଟ୍। ଗତ ୨ ଦିନ ହେବ ସୁନା ରେଟ୍ ବୃଦ୍ଧି ପାଇଥିବା ବେଳେ ଆଜି ଦରରେ ଖସିଛି ନା ବଢିଛି । ଯଦି ଆପଣ ଆଜି ସୁନା କିଣିବାକୁ ଯୋଜନା କରିଛନ୍ତି । ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍...

Narmada Behera Thu, 26 Sep 2024-11:12 am,
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୦୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦରରେ ଆଜି କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ।   

ALSO READ:  Viral Video: ସାହୁ ଭାଉଜଙ୍କ ପରେ ଆଉ ଜଣେ ଭାଉଜଙ୍କ ଡାନ୍ସ ଭିଡିଓ ଭାଇରାଲ୍, ଲୋକଙ୍କ ହୋସ୍ ଉଡାଇବ ଏହି ଭିଡିଓ

ALSO READ:  Budhaditya Yog: ଏହିସବୁ ରାଶିଙ୍କ ଭାଗ୍ୟ ବଦଳାଇବ ବୁଦ୍ଧାଦିତ୍ୟ ଯୋଗ! ଆସନ୍ତାମାସରୁ ଆରମ୍ଭ ହେବ ଶୁଭ ସମୟ!

 

2/5

ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୧୮୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ଦରରେ ଆଜି କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ। 

3/5

ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୦୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ।

4/5

ଅନ୍ୟପଟେ, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୦,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୦୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ। 

5/5

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୦୨୦ ଓ ୧୮ କ୍ୟାରେଟ୍ ର  ରେଟ୍ ୫୭,୭୭୦ ଟଙ୍କା ରହିଛି। ୧୮,୨୨ ଓ ୨୪ କ୍ୟାରେଟ୍  ସୁନା ଦରରେ ଆଜି କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ। 

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link