Gold Rate Today: ଆଜି ସୁନା ଦରରେ ବୃହତ ହ୍ରାସ , ଭରି ପିଛା ଏତେ ଶହ ଖସିଲା ରେଟ୍
Gold Rate Today: ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର। ଖସିଲା ସୁନା ରେଟ୍। ଗତ ସପ୍ତାହରେ ସୁନାଦର ରେକର୍ଡ଼ ଭାଙ୍ଗିଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?
)
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧, ୯୩୦ ଟଙ୍କା ରହିଛି । ୨୨ ଓ ୨୩ କ୍ୟାରେଟ୍ ରେ ୩୦୦ ଓ ୩୨୦ ଟଙ୍କା କମିଛି।
ALSO READ: Dwadash Yog 2025: ଫେବୃଆରୀରେ ଶନି-ବୁଧଙ୍କ ଦ୍ବାଦଶ ଯୋଗ, ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ମାଲାମାଲ୍ ବ୍ୟବସାୟୀ!
)
ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୨୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୨,୦୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୦୦ ଓ ୩୨୦ ଟଙ୍କା କମିଛି।
)
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧,୯୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୨୦ ଟଙ୍କା ଖସିଛି।
ସେହିପରି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନା ର ୧୦ ଗ୍ରାମ୍ ରେଟ୍ ୭୫,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧,୯୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୨୦ ଟଙ୍କା ହ୍ରାସ ପାଇଛି।
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧, ୯୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୦୦ ଓ ୩୨୦ ଟଙ୍କା କମିଛି।