Gold Rate Today: ସୁନା ଦରରେ ଅହେତୁକ ବୃଦ୍ଧି, ଓଡିଶାରେ ଭରି ପିଛା ଏତେ ଶହ ବଢିଲା ରେଟ୍
Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନା ଦର ଖସିଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅହେତୁକ ଦର ବୃଦ୍ଧି ଗ୍ରାହକଙ୍କୁ ଚିନ୍ତାରେ ପକେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?
)
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୨,୮୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୮୦ ଓ ୯୨୦ ଟଙ୍କା ବୃଦ୍ଧି ପାଇଛି।
ALSO READ: Anu Choudhury Viral Video: କାର୍ ଭିତରୁ ଭାଇରାଲ୍ ହେଲା ଅଭିନେତ୍ରୀ ଅନୁ ଚୌଧୁରୀଙ୍କ ଏହି ଭିଡିଓ, ଦେଖନ୍ତୁ
)
ସେହିପରି, ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୬,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୩, ୦୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୮୫୦ ଓ ୯୨୦ ଟଙ୍କା ବଢିଛି।
)
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫, ୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୨,୮୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୮୫୦ ଓ ୯୨୦ ଟଙ୍କା ବଢିଛି।
ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୨, ୮୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୮୫୦ ଓ ୯୨୦ ଟଙ୍କା ବଢିଛି।
ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୨,୮୫୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୮୫୦ ଓ ୯୨୦ ଟଙ୍କା ବୃଦ୍ଧି ପାଇଛି।