Advertisement
Photo Details/zeeodisha/odisha2536119
photoDetails0hindi

Gold Rate Today: ନୂଆ ସୁନା ଦର ଜାରି, ଜାଣନ୍ତୁ ଆଜି ଭୁବନେଶ୍ବରରେ ଭରି ପିଛା କେତେ ରହିଛି ରେଟ୍?

Gold Rate Today: ଗତ କିଛି ଦିନ ହେବ ସୁନାଦରରେ ରେକର୍ଡ଼ ହ୍ରାସ ଗ୍ରାହକଙ୍କୁ ଖୁସି କରିଦେଇଛି। ବିବାହ ସିଜିନ୍ ଚାଲିଥିବା ବେଳେ ଆଜି ସୁନା ଦରରେ ପରିବର୍ତ୍ତନ ଦେଖାଦେଇଛି। ଗତକାଲି ଦର ହ୍ରାସ ହୋଇଥିବା ବେଳେ ଆଜି ଦର ବଢିଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

 

 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୭୦୦  ଓ ୭୬୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Guru Gochar 2025: ୨୦୨୫ ଶେଷ ଯାଏଁ ଏହିସବୁ ରାଶି ଉପରେ ରହିବ ବୃହସ୍ପତିଙ୍କ ଶୁଭଦୃଷ୍ଟି, ବର୍ଷସାରା ହେବ ଧନବର୍ଷା!

ALSO READ: Job And Business Horoscope: ନଭେମ୍ବର ୨୯ରେ ଫିଟିବ ୫ ରାଶିଙ୍କ ଭାଗ୍ୟ, ବେକାରିଙ୍କୁ ମିଳିବ ଚାକିରି!

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୭୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୨୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୧୦ ଓ ୭୬୦ ଟଙ୍କା ବୃଦ୍ଧି ପାଇଛି।

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୧୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୬୭୦ ଓ ୭୬୦ ଟଙ୍କା ବଢିଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୦୦ ଓ ୭୬୦ ଟଙ୍କା ବୃଦ୍ଧି ପାଇଛି। 

 

5/5

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୧୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୫୮,୫୮୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ,୨୨ କ୍ୟାରେଟ୍ ରେ ୭୦୦,୨୪ କ୍ୟାରେଟ୍ ରେ ୭୬୦ ଓ ୧୮ କ୍ୟାରେଟ୍ ରେ ୫୭୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: ପୁଣି ଥରେ ହୋଟେଲ୍-ରୁମରୁ ଭାଇରାଲ୍ ହେଲା କଣ୍ଠଶିଳ୍ପୀ ଅସୀମା ପଣ୍ତାଙ୍କ ଏହି ଭିଡିଓ,ଦେଖନ୍ତୁ