Gold Rate Today: ନୂଆ ସୁନା ଦର ଜାରି, ଜାଣନ୍ତୁ ଆଜି ଭରି ପିଛା କେତେ ଶହ ଟଙ୍କା ବଢିଲା ରେଟ୍?

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ହୋଇଛି। ଏବଂ ୧୮ କ୍ୟାରେଟ୍ ର ୧୦ ଗ୍ରାମ୍ ରେଟ୍ ୫୮,୧୭୦ ଟଙ୍କା ରହିଛି । ୧୮ କ୍ୟାରେଟ୍ ଭରି ପିଛା ୮୦ ଟଙ୍କା ବୃଦ୍ଧି ପାଇଛି।

Narmada Behera Thu, 03 Oct 2024-10:47 am,
1/5

ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Viral Video: କାର୍ ଭିତରେ ଯାତ୍ରା ଅଭିନେତ୍ରୀ ନିଶାଙ୍କର ଏ-କି ହକରତ୍ ? ସୋସିଆଲ୍ ମିଡିଆରେ ଭାଇରାଲ ହେଉଛି ଏହି ଭିଡିଓ

ALSO READ: Shani Nakshatra Gochar 2024: ନବରାତ୍ରୀରେ ଶନିଦେବଙ୍କ ନକ୍ଷତ୍ର ପରିବର୍ତ୍ତନ, ଆଜିଠୁ ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ!

2/5

ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୨୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୭୧୦ ଟଙ୍କା ରହିଛି।  ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ପିଛା ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି। 

3/5

ସେହିପରି, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ହୋଇଛି। 

 

4/5

ସେହିପରି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୬୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ପିଛା ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି। 

 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ହୋଇଛି। ଏବଂ ୧୮ କ୍ୟାରେଟ୍ ର ୧୦ ଗ୍ରାମ୍ ରେଟ୍ ୫୮,୧୭୦ ଟଙ୍କା ରହିଛି । ୧୮ କ୍ୟାରେଟ୍ ଭରି ପିଛା ୮୦ ଟଙ୍କା ବୃଦ୍ଧି ପାଇଛି।  

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link