Gold Rate Today: ସୁନା ଦରରେ ଅହେତୁକ ବୃଦ୍ଧି, ଭୁବନେଶ୍ବରରେ ଭରି ପିଛା ଏତିକି ବଢିଲା ରେଟ୍?

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନା ଦର ହ୍ରାସ ପାଇଥିବା ବେଳେ ଆଜି ଦରରେ ବୃଦ୍ଧି ଦେଖିବାକୁ ମିଳୁଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?

Narmada Behera Jan 30, 2025, 11:14 AM IST
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୬,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୩,୦୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ଭରି ପିଛା ୧୫୦ ଓ ୧୭୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Elina Samantray Viral Video: ବିବାହ ପରେ ପୁଣି ଥରେ କାହା ପ୍ରେମରେ ପଡି଼ଲେ ଅଭିନେତ୍ରୀ ଏଲିନା, ଦେଖନ୍ତୁ ଏହି ଭିଡିଓ

ALSO READ: ଯାତ୍ରା ମଞ୍ଚ ନୁହେଁ, ଜଙ୍ଗଲରୁ ଭାଇରାଲ୍ ହେଲା ଆଇଟମ୍ ଗାର୍ଲ ମିଷ୍ଟିଙ୍କ ଏହି ଭିଡିଓ, ଦେଖନ୍ତୁ

ALSO READ: ବିବାହ ବନ୍ଧନରେ ବାନ୍ଧି ହେଲେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ତା ! ଭିଡିଓ ଭାଇରାଲ୍

2/5

ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୬,୨୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୩,୧୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୭୦ ଟଙ୍କା ବଢିଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୬,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୩,୧୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୭୦ ଟଙ୍କା ବୃଦ୍ଧି ପାଇଛି। 

4/5

ସେହିପରି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର  ୧୦ ଗ୍ରାମ୍ ରେଟ୍ ୭୬,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୩, ୦୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୭୦ ଟଙ୍କା ବଢିଛି। 

 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୬,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୩,୦୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୭୦ ଟଙ୍କା ବୃଦ୍ଧି ପାଇଛି। 

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link